ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର : ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ । ପରେ ମନ୍ତ୍ରୀ ପରିଷଦର ବୈଠକ ଅନୁଷ୍ଠିତ ହେବ । କ୍ୟାବିନେଟ୍‌ ବୈଠକରେ ରାଜ୍ୟ ବଜେଟକୁ ଅନୁମୋଦନ ମିଳିବ ବୋଲି ସୂଚନା ମିଳିଛି । ଚଳିତ ମାସ ୨୧ରୁ ବିଧାନସଭା ଅଧିବେଶନ ଆରମ୍ଭ ହେବା ସହିତ ୨୪ ତାରିଖରେ ଆସିବ ବଜେଟ୍‌ ।

Leave A Reply

Your email address will not be published.