ତପ୍ତପାଣି ଘାଟିରେ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ

ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ତପ୍ତପାଣି ଘାଟି ବେଲଗଡ଼ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ରାୟଗଡ଼ା ଜେକେ ପେପରରୁ ଓଡ଼ି ୧୮ଜି୦୩୬୮ ନଂ ଟ୍ରକ କଟକ ଅଭିମୁଖେ ଯାଉଥିବା ବେଳେ ତପ୍ତପାଣି ଘାଟୀରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ କେହି ଆହତ ହୋଇନଥିବା ସୂଚନା ମିଳିଛି । ପୋଡ଼ାମାରି ଫାଣ୍ଡି ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

Leave A Reply

Your email address will not be published.

error: Content is protected !!