ନବ ନିଯୁକ୍ତ ଅଧ୍ୟାପକମାନଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନବ ନିଯୁକ୍ତ ଅଧ୍ୟାପକମାନଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୨୦ରେ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ହଲ୍‌ଠାରେ ଏହି ନିଯୁକ୍ତିପତ୍ର ବଣ୍ଟନ କାର୍ଯ୍ୟକ୍ରମ କରାଯିବ । କାର୍ଯ୍ୟକ୍ରମରେ ସରକାରୀ ମହାବିଦ୍ୟାଳୟ ଓ ଶିକ୍ଷକ ଶାଖା ମହାବିଦ୍ୟାଳୟର ନବ ନିଯୁକ୍ତ ସହକାରୀ ପ୍ରାଧ୍ୟାପକ ଏବଂ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଅଧ୍ୟାପକମାନେ ଯୋଗଦେଇ ନିଯୁକ୍ତିପତ୍ର ଗ୍ରହଣ କରିବେ ।

Leave A Reply

Your email address will not be published.