ପଦ୍ମପୁର ବିକାଶକୁ ମିଳୁଛି ନୂଆ ଦିଗ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିକାଶଧାରାକୁ ନୂଆ ଦିଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରବନ୍ଧ, ପାଇକମାଲ ଓ ପଦ୍ମପୁର ବ୍ଲକରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଆଗାମୀ ୧ ବର୍ଷ ମଧ୍ୟରେ ପଦ୍ମପୁରକୁ ଜିଲ୍ଲା ମାନ୍ୟତା ପ୍ରଦାନ ସହ ଜାରି ରହିଥିବା ବିକାଶମୂଳକ କାର୍ଯ୍ୟ ଧାର୍ଯ୍ୟ ସମୟରେ ଶେଷ ହେବ ବୋଲି ସେ କହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.