ମଙ୍ଗଳବାର ବିଧାନସଭା ଅଧିବେଶନ : ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଗୃହ

ଭୁବନେଶ୍ୱର : ରାଜ୍ୟପାଳଙ୍କ ଅଭିଭାଷଣ ସହ ମଙ୍ଗଳବାର ଆରମ୍ଭ ହେବ ଷୋଡ଼ଶ ବିଧାନସଭାର ଦ୍ୱାଦଶ ତଥା ବଜେଟ ଅଧିବେଶନ । ଅପରାହ୍ନ ୧୧ଟାବେଳେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଅଭିଭାଷଣ ରଖିବେ । ତା’ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଦିବଂଗତ ମନ୍ତ୍ରୀ ନବକିଶୋର ଦାସଙ୍କ ସମେତ ଅନ୍ୟ ଦିବଂଗତ ମନ୍ତ୍ରୀ, ବିଧାୟକ ଓ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିବେ ।

Leave A Reply

Your email address will not be published.