ଗୋପବନ୍ଧୁ ଦାସଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଓ ସ୍ମାରକୀ ସଂଗ୍ରହାଳୟର ଲୋକାର୍ପଣ ଓଡିଶା By Koshala Prabaha On Thursday 23rd February 2023, 6:02 pm Share ଭୁବନେଶ୍ୱର, (କେପିଏନ୍ଏସ୍) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଓ ସ୍ମାରକୀ ସଂଗ୍ରହାଳୟର ଲୋକାର୍ପଣ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । bhubaneswar news