ଇଣ୍ଡୋନେସିଆରେ ଭୂମିକମ୍ପ

ଜାକର୍ତ୍ତା : ଇଣ୍ଡୋନେସିଆର ତୋବେଲୋରେ ଏକ ଭୂମିକମ୍ପ ଆସିଥିବା ସୂଚନା ମିଳିଛି । ୟୁଏସ ସିସମୋଲଜିକାଲ ସର୍ଭେ କହିଛି ଶୁକ୍ରବାର ସକାଳେ ଇଣ୍ଡୋନେସିଆର ତୋବେଲୋରେ ଭୂମିକମ୍ପ ଆସିଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୬.୩ । ଭୂମିକମ୍ପର କେନ୍ଦ୍ର ଇଣ୍ଡୋନେସିଆରୁ ୧୭୭ କିଲୋମିଟର ଉତ୍ତରରେ ଥିଲା ବୋଲି ଜଣାପଡିଛି ।

Leave A Reply

Your email address will not be published.