ପାକିସ୍ତାନରେ ଭୂମିକମ୍ପ ଅନୁଭୂତ

ଇସଲାମାବାଦ : ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଶୁକ୍ରବାର ସକାଳ ୬ଟାରେ ଏକ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୯ ରେକର୍ଡ କରାଯାଇଛି । ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି ।

Leave A Reply

Your email address will not be published.