ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାରଙ୍ଗ : ଡମଣା ହାଇସ୍କୁଲ ପାଖରେ ଥିବା ଏକ ଆପାର୍ଟମେଣ୍ଟ ନିକଟରୁ ଜଣେ ଅପରିଚିତ ମହିଳାଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ ସେ ଜଣେ ଶ୍ରମିକ ବୋଲି ଜଣାପଡ଼ିଛି । ପୋଲିସର କହିବାନୁଯାୟୀ ମହିଳା ଜଣକ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଘଟଣା ସ୍ଥଳରେ ସ୍ଥାନୀୟ ଚନ୍ଦ୍ରଶେଖପୁର ଥାନା ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.