csstore

ସରସ୍ୱତୀ ଶିଶୁବିଦ୍ୟାମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଲର୍କି ଗ୍ରାମର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଏହି ମହାସମାରୋହରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟା ଶ୍ରୀମତୀ ସ୍ରୋତସ୍ୱିନୀ ହୋତା ଏବଂ ବିଦ୍ୟାଳୟର ଉପସଭାପତି ଦେବାର୍ଚନ ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ କୁଇବାହାଲ ହାଇସ୍କୁଲର ବିଜ୍ଞାନ ଶିକ୍ଷକ ପ୍ରସନ୍ନ କୁମାର ମେହେର ଏବଂ ଗୁରୁଜୀ ଗୁରୁମା ଏବଂ କୌସ୍ତୁଭ, ସଞ୍ଜୟ, ରମାକାନ୍ତ, ଖୁସିରାମ, ଜୟଶ୍ରୀ, ସରୋଜିନୀ, ନିବେଦିତା, ରୁକମଣୀ, ରୀତା, କାଜଲ, ଉପମା ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।

jayashree
Leave A Reply

Your email address will not be published.