oom

ଭିଜିଲାନ୍ସ ଜାଲରେ ଖଣି ବିଭାଗର ଉପ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା

jsmm

ଭୁବନେଶ୍ଵର : ଭିଜିଲାନ୍ସ ଜାଲରେ ଖଣି ବିଭାଗର ଉପ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା । ଉମେଶ ଚନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ରେଡ୍ କରିଥିବା ସୂଚନା ମିଳିଛି । ଭୁବନେଶ୍ଵର ଭିଏସ୍‌ଏସ୍‌ନଗର ଘର, ଅଫିସ, ପୈତୃକ ଘର ସମେତ ବିଭିନ୍ନ ସ୍ଥାନରେ ରେଡ୍ ଚାଲିଛି । ଚଢାଉ ବେଳେ ଅନେକ ଗୁରୁତ୍ଵପୂର୍ଣ୍ଣ କାଗଜପତ୍ର ଠାବ ହୋଇଥିବା ଜଣାପଡିଛି ।

jittmm
Leave A Reply

Your email address will not be published.