ଗଡିଲା ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌

ଭୁବନେଶ୍ୱର : ଭଦ୍ରକ-ନୟାଗଡକୁ ଗଡିଲା ମେମୁ ଟ୍ରେନ୍‌ । କଟକ ରେଳ ଷ୍ଟେସନରୁ ଗୁରୁବାର ଏହି ଟ୍ରେନ୍‌ ଚଳାଚଳ ଆରମ୍ଭ ହୋଇଛି । ଦୁଇ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଧର୍ମେନ୍ଦ୍ର ପ୍ରଧାନ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି ।

Leave A Reply

Your email address will not be published.