jayashree

ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ଟୁଇଟ୍‌ କରି ସେ ଲେଖିଛନ୍ତି, ମହାବିଷୁବ ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷର ଶୁଭେଚ୍ଛା ନୂଆବର୍ଷ ଅପାର ଖୁସି ଏବଂ ଉତ୍ତମ ସ୍ବାସ୍ଥ୍ୟ ନେଇ ଆସୁ। ଆସନ୍ତା ବର୍ଷ ଆପଣଙ୍କ ସମସ୍ତ ଇଚ୍ଛା ପୂରଣ ହେଉ ।

Leave A Reply

Your email address will not be published.