ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା-କପସିଲା ରାସ୍ତାର ନାଳାଠାରେ କପସିଲା ଗାଁର ରୋହିତ ରଣା(୩୪) ନାମକ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିବା ଜଣାପଡିଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଇଛି । ଏନେଇ ତୁଷୁରା ଥାନା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଥିବା ଜଣାପଡିଛି ।

Leave A Reply

Your email address will not be published.