ଏପ୍ରିଲ ୨୧ରୁ ଖରା ଛୁଟି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଗୁଡିକର ଗ୍ରୀଷ୍ମ ଅବକାଶ (ଖରା ଛୁଟି) ଚଳିତ ଏପ୍ରିଲ ୨୧ରୁ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.