ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏଜି ଛକସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନିର୍ଦ୍ଦେଶକ ସରୋଜ ସାମଲଙ୍କ ସମେତ ବିଶିଷ୍ଟ ଅତିଥିମାନ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.