ଚାଷୀମାନେ ହେଉଛନ୍ତି ଆମ ଅର୍ଥନୀତିର ଆତ୍ମା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟର ୩୫ ଲକ୍ଷ ଚାଷୀଙ୍କୁ ୪୪୧ କୋଟି ୭୬ ଲକ୍ଷ ଟଙ୍କାର ସୁଧ ରିହାତି ପ୍ରଦାନ କାର୍ଯ୍ୟକ୍ରମରେ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଚାଷୀମାନେ ହେଉଛନ୍ତି ଆମ ଅର୍ଥନୀତିର ଆତ୍ମା’ । ବିନା ସୁଧରେ ଚାଷୀଙ୍କୁ ଋଣ ପ୍ରଦାନ କରିବା କ୍ଷେତ୍ରରେ ସମଗ୍ର ଦେଶରେ ଓଡିଶା ପ୍ରଥମ ରାଜ୍ୟ ଅଟେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.