୨୦୩୦ ସୁଦ୍ଧା ଓଡ଼ିଶାକୁ ସମ୍ପୂର୍ଣ୍ଣ ମ୍ୟାଲେରିଆ ମୁକ୍ତ କରିବାକୁ ସରକାରଙ୍କ ଲକ୍ଷ୍ୟ ଧାର୍ଯ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୨୦୩୦ ସୁଦ୍ଧା ଓଡ଼ିଶାକୁ ସମ୍ପୂର୍ଣ୍ଣ ମ୍ୟାଲେରିଆ ମୁକ୍ତ କରିବାକୁ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି । ରାଜ୍ୟ ସରକାରଙ୍କ ନିରନ୍ତର ପ୍ରୟାସ ଫଳରେ ୨୦୧୬ରୁ ୨୦୨୨ ମଧ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟା ୯୫% କମିଛି । ଦମନ କାର୍ଯ୍ୟକ୍ରମରେ ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ ପାଇଁ ପଦକ୍ଷେପ ନିଆଯାଉଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.