ସ୍ୱାସ୍ଥ୍ୟସେବା ଅନୁଷ୍ଠାନରେ ମାସ୍କ ପରିଧାନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସ୍ୱାସ୍ଥ୍ୟସେବା ଅନୁଷ୍ଠାନରେ ମାସ୍କ ପରିଧାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । କୋଭିଡ୍ କେସ୍ ବଢିବା ଦୃଷ୍ଟିରୁ ସତର୍କତା ସ୍ୱରୁପ ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟସେବା ଅନୁଷ୍ଠାନଗୁଡିକରେ ଡ୍ୟୁଟିରେ ଥିବା ସମୟରେ ସମସ୍ତ ଅଧିକାରୀ, କର୍ମଚାରୀ, ଲ୍ୟାବ୍ ଟେକ୍ନିସିଆନ୍ ଏବଂ ଫ୍ଲୁ ଲକ୍ଷଣ ଥିବା ବ୍ୟକ୍ତି ବିଶେଷ ମାସ୍କ ପରିଧାନ କରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.