ମେ’ ଦ୍ୱିତୀୟ ସପ୍ତାହରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ମେ’ ମାସର ଦ୍ୱିତୀୟ ସପ୍ତାହରେ ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ରହିଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମେ’ ମାସ ଦ୍ୱିତୀୟ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । କିନ୍ତୁ ବର୍ତ୍ତମାନର ଆକଳନ ଅନୁସାରେ ଏହା ଓଡ଼ିଶା ଉପରେ ପ୍ରଭାବ ପକାଇବନି ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

Leave A Reply

Your email address will not be published.