କିସ୍‌ ସ୍କୁଲ କ୍ୟାମ୍ପସରେ ଭାରୋତ୍ତଳନ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ରାଜୀବନଗର ସ୍ଥିତ କିସ୍‌ ସ୍କୁଲ କ୍ୟାମ୍ପସରେ ଭାରୋତ୍ତଳନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଗ୍ରୀଷ୍ମକାଳୀନ ଭାରୋତ୍ତଳନ ଶିବିରରେ ମୁଖ୍ୟ ଅତିଥି ଭାବେ ପୌରାଧ୍ୟକ୍ଷା ଲିକା ସାହୁ ଯୋଗ ଦେଇଥିବା ବେଳେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ସମସ୍ତ କର୍ମଚାରୀ ବୃନ୍ଦ ସାମିଲ ଥିଲେ ।

Leave A Reply

Your email address will not be published.