csstore

ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା ସହ ପରିଦର୍ଶନ କରିଛନ୍ତି ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ

ବଙ୍ଗୋମୁଣ୍ଡା, (କେପିଏନ୍‌ଏସ୍‌) : ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ଏବଂ ଜଳ ଯୋଗାଣ ପ୍ରକଳ୍ପ, ରାଣୀପୁର ଝରିଆଲର ଚଉଷଠୀ ଯୋଗିନୀ ପୀଠ ସ୍ଥଳୀ, ଅମୃତ ସରୋବରର ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା ସହ ପରିଦର୍ଶନ କରିଛନ୍ତି ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ ।

jayashree
Leave A Reply

Your email address will not be published.