oom

ଗଞ୍ଜାମ ଜିଲ୍ଲାର ଗ୍ରାମୀଣ ଶିକ୍ଷାନୁଷ୍ଠାନର ବିଦ୍ୟାର୍ଥୀଙ୍କ ସହ ହସ ଖୁସିରେ ସାମିଲ ହେଲେ ଓ ପାଠ ପଢ଼ାଇଲେ ୫-ଟି ସଚିବ ଭି.କେ. ପାଣ୍ଡିଆନ

jsmm

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପିତ୍ତଳ ସ୍ଥିତ ଯୁକ୍ତ ୨ ମହାବିଦ୍ୟାଳୟ, ଶେରଗଡ ସ୍ଥିତ ଆଇଟିଆଇ, ଯୁକ୍ତ ୨ ମହାବିଦ୍ୟାଳୟ କଞ୍ଚୁରୁ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଖମ୍ବେୟା ଦୋରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ହିଞ୍ଜିଳିକାଟୁ ବିଜ୍ଞାନ ମହାବିଦ୍ୟାଳୟ, ଶାସନ ଆମ୍ବ ଗାଁ ଓଡିଶା ଆଦର୍ଶ ମହାବିଦ୍ୟାଳୟ, ବେଲଗାଁ ସ୍ଥିତ ବେଲେଶ୍ୱର ଡିଗ୍ରୀ ମହାବିଦ୍ୟାଳୟ ପ୍ରଭୃତି ଗସ୍ତ କରି ମହାବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟକ୍ଷା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ପ୍ରଧାନ ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ଅଭିଭାବକମାନଙ୍କ ସହିତ ଆଲୋଚନା କରି ଶିକ୍ଷାର ଉନ୍ନତିକଳ୍ପେ କୋଠାଗୃହ, ଇ-ଲାଇବ୍ରେରୀ, ସ୍ମାର୍ଟ ଶ୍ରେଣୀଗୃହ, ସୌନ୍ଦର୍ଯ୍ୟକରଣ ଇତ୍ୟାଦି ସହିତ ଛାତ୍ରଛାତ୍ରୀମାନଙ୍କର ଗୁଣାତ୍ମକ ଶିକ୍ଷାର ମାନ କିଭଳି ଉନ୍ନତ ହେବ ସେ ଦିଗରେ ସମସ୍ତ ଭିତ୍ତିଭୂମିର ବିକାଶ ଦିଗରେ ପଦକ୍ଷେପ ନେବା ପାଇଁ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଏବଂ ମୁଖ୍ୟ ଉନ୍ନୟନ ଅଧିକାରୀ ଭି. କୀର୍ତ୍ତି ଭାସନଙ୍କୁ ସହଯୋଗ କରିବା ପାଇଁ ପରାମର୍ଶ ଦେଇଥିଲେ ।

jittmm
Leave A Reply

Your email address will not be published.