ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ଭୋଟ୍

ଝାରସୁଗୁଡା : ଝାରସୁଗୁଡା ଉପନିର୍ବାଚନ ପାଇଁ ଆଜି ଭୋଟ ଚାଲିଥିବା ଜଣାପଡିଛି । ୨୫୩ ମତଦାନ କେନ୍ଦ୍ରରେ ୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର । ସୁରକ୍ଷା ପାଇଁ ୭ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ସୁରକ୍ଷା ବଳ ସହ ୧୯ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଥିବା ସୂଚନା ରହିଛି ।

Leave A Reply

Your email address will not be published.