ବ୍ୟବସାୟୀଙ୍କୁ ଗୁଳିମାଡ଼ ଅଭିଯୋଗ

ବରଗଡ଼ : ବରଗଡ଼ ଜିଲ୍ଲା ବିଜେପୁର ଥାନା ତାଳପଦର ଗାଁରେ ବ୍ୟବସାୟୀ ଜିତୁ ସାହୁଙ୍କୁ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି । ସଂକଟାପନ୍ନ ଅବସ୍ଥାରେ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଜିତୁଙ୍କ ପେଟରେ ଗୁଳି ବାଜିଥିବା ବେଳେ ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି । ତେବେ ଅଭିଯୁକ୍ତଙ୍କୁ ଗିରଫ ପାଇଁ ଉଦ୍ୟମ ଜାରି ରହିଥିବା ନେଇ ବରଗଡ଼ ଏସ୍‌ପି ସୂଚନା ଦେଇଛନ୍ତି ।

Leave A Reply

Your email address will not be published.