pr

ଦିବ୍ୟାଙ୍ଗଙ୍କୁ ସହାୟକ ଉପକରଣ ବଣ୍ଟନ

dr. purohit

ଭାଲୁମୁଣ୍ଡା : ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଦିବ୍ୟାଙ୍ଗମାନଙ୍କୁ ସହାୟକ ଉପକରଣ ବଣ୍ଟନ କରାଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଡିଓ ରିପୁନାଥ ସୁନା ମୁଖ୍ୟ ଅତିଥି, ସିନ୍ଧେକେଲା ସମତି ସଭ୍ୟ ଭୋଳାନାଥ ବେହେରା, ବ୍ଲକ ଉପାଧ୍ୟକ୍ଷା କେଶବ ନାରାୟଣ ଜୈନ, ଆକାଉଣ୍ଟ ଅଫିସର ଜ୍ୟୋତିପ୍ରକାଶ ମିଶ୍ର, ବିଏସ୍‌ଏସ୍‌ଓ ସଞ୍ଜିତ ସୁନା, ସ୍ମୃତିରେଖା ସାହୁ, ବରପାଲି ପଞ୍ଚାୟତ ସିମିତ ସଭ୍ୟ ଯୋଗେଶ୍ୱର ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।

nrusinghnath
Leave A Reply

Your email address will not be published.