ଇନ୍ଦିରାନଗରରେ ରାଜ୍ୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପୁରସ୍କାରପ୍ରାପ୍ତ କୃତି ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା : ଯୋଗଦେଲେ ପୌର ଅଧ୍ୟକ୍ଷା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପୁରସ୍କାର ପାଇଥିବା ପ୍ରେମ ପ୍ରକାଶ ପଧାନ ଓ ଅଭିନାଶ ଦାଶଙ୍କୁ ବଲାଙ୍ଗିର ଇନ୍ଦିରାନଗରବାସୀଙ୍କ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ସମ୍ବର୍ଦ୍ଧନା ସଭାରେ ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଓ ଉପାଧ୍ୟକ୍ଷା ଗାୟତ୍ରୀ ଭୋଇ ଅତିଥି ଭାବେ ଯୋଗଦେଇ କୃତି ଛାତ୍ର ଦ୍ୱୟଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

Leave A Reply

Your email address will not be published.