ଜିଲ୍ଲାରେ ଶାନ୍ତି ଶୃଙ୍ଖଳା ରକ୍ଷା ନିମନ୍ତେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ପକ୍ଷରୁ ବଲାଙ୍ଗିର ଆରକ୍ଷୀ ଅଧୀକ୍ଷକଙ୍କୁ ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ପକ୍ଷରୁ ନୂତନ ଭାବେ ଯୋଗ ଦେଇଥିବା ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରୀଙ୍କୁ ସାକ୍ଷାତ କରି ଜିଲ୍ଲାରେ ଶାନ୍ତି, ଶୃଙ୍ଖଳା, ଅପରାଧମୁକ୍ତ ଓ ଶୈକ୍ଷିକ ବାତାବରଣ ସୃଷ୍ଟି ନିମନ୍ତେ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ଏଥିରେ ସଂଗଠନର ଅନେକ ସଦସ୍ୟ ସାମିଲ ଥିଲେ ।

Leave A Reply

Your email address will not be published.