ଭୁବନେଶ୍ୱର : ମନ୍ତ୍ରୀ ମଣ୍ଡଳରୁ ବାଦ ପଡ଼ିଛନ୍ତି ରୋହିତ ପୂଜାରୀ । ବିଭାଗ ୱାରୀ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିବା ବେଳେ ସମୀକ୍ଷା ପରେ ଶ୍ରୀ ପୂଜାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଉଚ୍ଚଶିକ୍ଷା ବିଭାଗର ପ୍ରଦର୍ଶନ ଖରାପ ଥିବାରୁ କାର୍ଯ୍ୟାନୁଷ୍ଠାନ ହୋଇଥିବା କୁହାଯାଇଛି । ଏହାପରେ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ସୁପାରିଶ କରିଛନ୍ତି । ଖାଦ୍ୟ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀଙ୍କୁ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି ।
Prev Post