csstore

ବିଜେପି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସେବା, ସୁଶାସନ ଓ ଗରିବ କଲ୍ୟାଣରେ ସଫଳତାର ୯ ବର୍ଷ ପୂର୍ତ୍ତି ଉପଲକ୍ଷେ ବଲାଙ୍ଗିର ସର୍କିଟ ହାଉସଠାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ ଛତିଶଗଡ ବିଧାନସଭାର ପୂର୍ବତନ ବାଚସ୍ପତି ଧରମ ଲାଲ କୌଶିକ, ବଲାଙ୍ଗିର ସାଂସଦ ସଂଗୀତା କୁମାରୀ ସିଂଦେଓ, ପାଟଣାଗଡ ପୂର୍ବତନ ବିଧାୟକ କନକ ବର୍ଦ୍ଧନ ସିଂଦେଓ, ଧିରେନ ସେନାପତି, ବଲାଙ୍ଗିର ଜିଲ୍ଲା ପ୍ରଭାରୀ ସୁରେଶ୍ୱର ଶତପଥୀ, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ବିଜେପି ଜିଲ୍ଲା ସଭାପତି ଶିବାଜୀ ମହାନ୍ତି, ଦୀନେଶ ଶର୍ମା ଯୋଗ ଦେଇଥିଲେ ।

jayashree
Leave A Reply

Your email address will not be published.