ଦିଗପହଣ୍ଡିରେ ବସ୍‌ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦିଗପହଣ୍ଡିରେ ବସ୍‌ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କରି ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ମୃତକଙ୍କ ପରିବାରକୁ ୩ ଲକ୍ଷ ସହାୟତା ଘୋଷଣା କରାଯାଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଠିରୁ ଦିଆଯିବ ଏହି ସହାୟତା । ସେହିପରି ଆହତଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ବେଳେ ଘଟଣାସ୍ଥଳକୁ ଯିବା ପାଇଁ ବିକ୍ରମ କେଶରୀ ଆରୁଖଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି ।

Leave A Reply

Your email address will not be published.