ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଖମାରମୁଣ୍ଡା ଗ୍ରାମରେ ଲଗାଣ ବର୍ଷାରେ ଭାଙ୍ଗିଲା ଘର : ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଲଗାଣ ବର୍ଷା ଦୁଇ ଦିନ ହେଲା ଲାଗି ରହଛି । ତେବେ ଏହି ବର୍ଷା ଯୋଗୁଁ ଆଜି ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଖମାରମୁଣ୍ଡା ଗ୍ରାମର କଷ୍ଟ ବିଶି ନାମକ ଜଣେ ବୃଦ୍ଧଙ୍କ ଘର ଭୁଷୁଡି ଯାଇଥିବା ବେଳେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଅନ୍ୟପଟେ ଗରୀବ ଶ୍ରେଣୀର ହୋଇଥିବାରୁ ସହାୟତା ପାଇଁ ଜିଲ୍ଲା ପ୍ରଶାସନଠାରେ ଦାବୀ କରିଛନ୍ତି ।

Leave A Reply

Your email address will not be published.