jsm

ବଲାଙ୍ଗିର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ବ୍ଳକ ଶିକ୍ଷକ ସଂଘ ତରଫରୁ ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ କୁମୁଦିନୀ ମିଶ୍ରଙ୍କୁ ବ୍ଲକ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ସନ୍ଧ୍ୟାରାଣୀ ଧରୁଆ, ଶ୍ୟାମବନ୍ଧୁ ମେଣ୍ଡଲି ଏବଂ କାର୍ଯ୍ୟାଳୟର ମୁଖ୍ୟ କିରାଣୀ ଜୟଦେବ ସେଠ୍‌ଙ୍କ ଉପସ୍ଥିତିରେ ପୁଷ୍ପଗୁଚ୍ଛ ପ୍ରଦାନ କରାଯାଇ ସ୍ୱାଗତ କରାଯାଇଥିଲା । ଏଥିରେ ବଲାଙ୍ଗିର ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘର ସାଧାରଣ ସମ୍ପାଦକ ପ୍ରଦୀପ ଖମାରୀ, ଜିଲ୍ଲା ଉପସଭାପତି ରାଜ କୁମାର ବରାଡ଼ଙ୍କ ସହିତ ବ୍ଲକ ସଭାପତି କମଳ ଲୋଚନ ସାହୁ, ସାଧାରଣ ସମ୍ପାଦକ ବିଷ୍ଣୁ ଚରଣ ସାହୁ ତଥା ଶ୍ରୀମତୀ ସଂଯୁକ୍ତା ମିଶ୍ର, ବିଷ୍ଣୁପ୍ରିୟା ବେହେରା, ଗଣେଶ ପଣ୍ଡା, ଗୋପାଳଜୀ ଚୌଧୁରୀ, ମୁକେଶ ବାରିକଙ୍କ ସମେତ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି ଶିକ୍ଷକମାନଙ୍କ ବିଭିନ୍ନ ସମସ୍ୟା ସମ୍ବନ୍ଧରେ ନୂତନ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ ।

yuvodaya
Leave A Reply

Your email address will not be published.