ଗଞ୍ଜାମ ଟ୍ରେଜରୀ କାର୍ଯ୍ୟାଳୟରେ ୭୭ତମ ସ୍ଵାଧୀନତା ଦିବସ ସମାରୋହରେ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ମହକୁମା ଛତ୍ରପୁରସ୍ଥିତ ଗଞ୍ଜାମ ଜିଲ୍ଲା ଟ୍ରେଜେରୀ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ୭୭ତମ ସ୍ଵାଧୀନତା ଦିବସ ସମାରୋହରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଟ୍ରେଜେରୀ ଅଫିସର ସୁଶ୍ରୀ ଅଳକା ନନ୍ଦ ତ୍ରିପାଠୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ସମୂହ ଜାତୀୟ ସଙ୍ଗୀତ ଗାନ କରିଥିଲେ । ଜିଲ୍ଲା ଟ୍ରେଜେରୀ ଅଫିସର ସୁଶ୍ରୀ ତ୍ରିପାଠୀ ଏହି ଦିବସର ମହତ୍ତ୍ୱ ପ୍ରତିପାଦନ କରିଥିଲେ ।

Leave A Reply

Your email address will not be published.