ଗୁରୁଦିବସ ପାଳନ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟନାରାୟଣ ଯୋଷୀଙ୍କ ଅଧ୍ୟକ୍ଷତାରେ ଗୁରୁଦିବସ ପାଳିତ ହୋଇଯାଇଛି । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ ପରିଚାଳନା କମିଟିର ସଭାପତି ମଧୁସୂଦନ ପ୍ରଧାନ, ସଭ୍ୟ ରାଜକିଶୋର ପୁରୋହିତ, ଆଲୁମିନି ଗୃପରୁ ଯଶୋବନ୍ତ ହଂସ, ନିରବତୀ ବନଛୋର ପ୍ରମୁଖ ଯୋଗ ଦେଇଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ଅଶୋକ କୁମାର ସାହୁ ପରିଚାଳନା କରିଥିଲେ । ଏଥିରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.