ଛତ୍ରପୁର ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ବିଶ୍ୱକର୍ମା ପୂଜା ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ବର୍ଣ୍ଣାଢ଼୍ୟ ସମାରୋହରେ ଦେବଶିଳ୍ପୀ ବିଶ୍ୱକର୍ମା ପୂଜା ପାଳିତ ହୋଇଯାଇଛି । ଅଧ୍ୟକ୍ଷଙ୍କ ନେତ୍ତୃତ୍ୱରେ ବିଶ୍ୱକର୍ମା ପୂଜାର ଆୟୋଜନ ହୋଇଥିଲା । ପୂଜା ଆରାଧନାରେ ଅନୁଷ୍ଠାନର ଛାତ୍ରଛାତ୍ରୀ ଓ ଶିକ୍ଷାୟତନର ସହକର୍ମୀ, ଅଧ୍ୟାପକ ପ୍ରମୁଖ ସକ୍ରିୟ ସହଯୋଗର ସହ ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.