ଲୌହ ମାନବ ସର୍ଦ୍ଦାର ପଟେଲଙ୍କ ଶ୍ରାଦ୍ଧ ବାର୍ଷିକୀ ଆଜି : ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ

ନୂଆଦିଲ୍ଲୀ : ଭାରତର ପ୍ରଥମ ଉପ ମୁଖ୍ୟମନ୍ତ୍ରୀ, ଗୃହମନ୍ତ୍ରୀ ତଥା ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୭୫ ତମ ଶ୍ରାଦ୍ଧ ବାର୍ଷିକୀ ଆଜି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସର୍ଦ୍ଦାର ପଟେଲ ୩୧ ଅକ୍ଟୋବର ୧୮୭୫ରେ ଗୁଜରାଟର ଖେଡାଠାରେ ଜନ୍ମଗ୍ରହଣ କରିଥିଲେ ଏବଂ ୧୫ ଡିସେମ୍ବର ୧୯୫୦ରେ ମୁମ୍ବଇରେ ହୃଦ୍‌ଘାତରେ ଇହଲୀଳା ସମ୍‌ମ୍ବରଣ କରିଥିଲେ ।

Leave A Reply

Your email address will not be published.