ଆଜି ରାଜ୍ୟରେ କରୋନାରେ ୫ ଜଣଙ୍କ ପ୍ରାଣହାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ରାଜ୍ୟରେ କରୋନାରେ ୫ ଜଣଙ୍କ ପ୍ରାଣହାନୀ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ବଲାଙ୍ଗିର, କଟକ, ସୁନ୍ଦରଗଡ଼, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବା ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.