ଆଜି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ଆଜି ସେ ୭୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି । ତେବେ ଚଳିତ ବର୍ଷ ତାଙ୍କ ଭଉଣୀଙ୍କ ଦେହାନ୍ତ କାରଣରୁ ସେ ନିଜ ଜନ୍ମଦିନ ପାଳନ କରିବେ ନାହିିଁ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.