ଭୁବନେଶ୍ୱର : ଦୁର୍ନୀତି ଅଭିଯୋଗରେ ନିଲମ୍ବିତ ଆଇଏଫ୍ଏସ୍ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରକୁ ସୁପାରିସ କରିଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ଆଇଏଫ୍ଏସ୍ ଅଧିକାରୀ ଅଭୟକାନ୍ତ ପାଠକଙ୍କ ଦୁର୍ନୀତିକୁ ଦୃଢ ଭାବେ ନିନ୍ଦା କରିଥିବା କେନ୍ଦ୍ରକୁ ଚିଠିରେ ଲେଖିଛନ୍ନ୍ତି। ପ୍ରଥମ ଥର ପାଇଁ ଦୁର୍ନୀତି ଅଭିଯୋଗରେ ଜଣେ ସର୍ବଭାରତୀୟ ସେବା ଅଧିକାରୀଙ୍କୁ ଅବସର ଦେବାକୁ ଓଡ଼ିଶା ସରକାର ସୁପାରିସ କରିଛନ୍ତି ବୋଲି କୁହାଯାଇଛି ।
Prev Post