![om academy](https://koshalaprabahalive.com/wp-content/uploads/2024/05/kkkk.jpg)
ଭୁବନେଶ୍ୱର : ଆଜିଠାରୁ ବିଏସ୍କେୱାଇ ନବୀନ କାର୍ଡ ପାଇଁ ଅନ୍ଲାଇନ ପଞ୍ଜିକରଣ ଆରମ୍ଭ ହୋଇଛି । ଜାନୁଆରୀ ୧୬ ତାରିଖ ଯାଏଁ ଖୋଲା ରହିବ ପୋର୍ଟାଲ । ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜିକରଣ କରିପାରିବେ । www.bskynabin.odisha.gov.in ପୋର୍ଟାଲରେ ଆବେଦନ କରିପାରିବେ।