ବଲାଙ୍ଗିର ପୌରପରିଷଦ କାର୍ଯ୍ୟାଳୟଠାରେ ୭୫ତମ ସାଧାରଣତନ୍ତ୍ର ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପୌରପରିଷଦ କାର୍ଯ୍ୟାଳୟଠାରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଯୋଗଦାନ କରି ପତାକା ଉତ୍ତୋଳନ କରିଥିଲେ । ଏହି ଦିବସରେ ପୌରପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀ ଓ ସମସ୍ତ କାଉନସିଲରମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.