![om academy](https://koshalaprabahalive.com/wp-content/uploads/2024/05/kkkk.jpg)
ସୁନ୍ଦରଗଡ଼ : ଇବନଦୀ ସେମନାଘାଟରେ ଗାଧୋଇଲା ବେଳେ ଜଣେ ବାଳକ ସମେତ ୩ ଜଣ ନିଖୋଜ ହୋଇଯାଇଥିବେ ଜଣା ପଡିଛି । ନଦୀର ଚୋରାବାଲିରେ ସେମାନେ ବୁଡ଼ି ଯାଇଥିବା କୁହାଯାଉଛି । ଯୁବକମାନେ ସୁନ୍ଦରଗଡ଼ ରିଜେଣ୍ଟ ମାର୍କେଟର ବୋଲି ପ୍ରାଥମିକ ସୂଚନା ମିଳିଛି । ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରୁଛନ୍ତି । ସେମାନଙ୍କ ପରିଚୟ ମିଳି ନାହିଁ ।