ଓମଫେଡର ପରିଚାଳନା ନିର୍ଦ୍ଦେଶକ ହେଲେ ବିଜୟ ଅମୃତ କୁଲାଙ୍ଗେ

ଭୁବନେଶ୍ୱର : ଆଇଏଏସ୍ ବିଜୟ ଅମୃତ କୁଲାଙ୍ଗେଙ୍କୁ ନୂଆ ଦାୟିତ୍ୱ ମିଳିଛି । ଓମଫେଡର ପରିଚାଳନା ନିର୍ଦ୍ଦେଶକ ଭାବେ ବିଜୟ ଅମୃତ କୁଲାଙ୍ଗେଙ୍କୁ ଅବସ୍ଥାପିତ କରାଯାଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ତାଙ୍କର ନୂଆ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ ସେ ବିଏମ୍‌ସି କମିଶନର ଦାୟିତ୍ୱରେ ଥିଲେ ।

Leave A Reply

Your email address will not be published.

16 − 12 =