ସୁଶୀଲ ମୋଦିଙ୍କ ପରଲୋକ

ନୂଆଦିଲୀ : ବିହାରର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟସଭା ସାଂସଦ ସୁଶୀଲ ମୋଦିଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା । ଦୀର୍ଘ ଦିନ ହେଲା କର୍କଟ ରୋଗରେ ଆକ୍ରାନ୍ତ ଥିଲେ ସୁଶୀଲ ମୋଦି । ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡ଼ିଛି । ସୁଶୀଲ ମୋଦିଙ୍କ ଦେହାନ୍ତ ଖବରରେ ସାରା ରାଜନୈତିକ ଜଗତରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.