ଆଜିି ବଲାଙ୍ଗିର ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ବ୍ଲକ ଖୁଜେନପାଲି ଗ୍ରା.ପ.ରୁ ଜଣେ, ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ.୧ ଓ ୧୮ରୁ ଜଣେ ଲେଖାଏଁ, ଦେଓଗାଁ ବ୍ଲକ୍‌ ଦେଓଗାଁ ଗ୍ରା.ପ.ରୁ ଜଣେ ଓ ଟିଟିଲାଗଡ଼ ମ୍ୟୁନିସିପାଲିଟି ୱାର୍ଡ ନଂ.୧୪ରୁ ୨ ଜଣ ଆକ୍ରାନ୍ତ ହୋଇଛନ୍ତି । ଏବେ ଜିଲ୍ଲାରେ ୧୨୮ ଜଣ ଏକ୍‌ଟିଭ୍‌ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.