ତୃତୀୟ ରାଉଣ୍ଡରେ ବିଜେପି ପ୍ରାର୍ଥୀ ଡ. ମୁକେଶ ମହାଲିଙ୍ଗ ଆଗୁଆ

ଲୋଇସିଂହା, (କେପିଏନ୍‌ଏସ୍‌) : ତୃତୀୟ ରାଉଣ୍ଡ ସୁଦ୍ଧା ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ୪ ହଜାରରୁ ଅଧିକ ଭୋଟରେ ଆଗୁଆ ରହିଛନ୍ତି ବିଜେପି ପ୍ରାର୍ଥୀ ଡ. ମୁକେଶ ମହାଲିଙ୍ଗ । ଡ. ମହାଲିଙ୍ଗ ୬୩୨୪ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡ଼ି ପ୍ରାର୍ଥୀ ନିହାର ରଂଜନ ବେହେରା ୨୧୩୯ ଖଣ୍ଡ ଭୋଟ ପାଇଛନ୍ତି । କଂଗ୍ରେସ ପ୍ରାର୍ଥୀ ମାତ୍ର ୧୫୦୩ ଭୋଟ ପାଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.