ଆଜିଠୁ ଯୁକ୍ତ ଦୁଇ ଅନଲାଇନ୍ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର : ଆଜିଠୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆରମ୍ଭ ହେଉଛି । ଦିନ ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ । କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ କରିବେ ଛାତ୍ରଛାତ୍ରୀ । ଜୁଲାଇ ୬ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିପାରିବେ ଛାତ୍ରଛାତ୍ରୀ ।

Leave A Reply

Your email address will not be published.