ଆଜିଠୁ ୧୨ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମଲହରୀ ଜାରି

ଭୁବନେଶ୍ଵର : ରାଜ୍ୟରେ ଗରମ ଗୁଳୁଗୁଳିରୁ ତ୍ରାହି ମିଳୁନି । ଆସନ୍ତା ୨ ଦିନ ଭିତରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ବିଶେଷ କରି ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମଲହରୀ ପ୍ରଭାବ ରହିବ । ଆଜିଠୁ ୧୨ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମଲହରୀ ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Leave A Reply

Your email address will not be published.