୧୨ ଜୁନ୍‌ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ନେବେ ଶପଥ

ଭୁବନେଶ୍ୱର : ବିଧାନସଭା ନିର୍ବାଚନରେ ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରି ବିଜେପି ସରକାର ଗଠନ କରିବାକୁ ଯାଉଛି । ଜୁନ୍ ୧୦ରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେବୋଲି କୁହାଯାଉଥିଲା । ତେବେ ଏହି କାର୍ଯ୍ୟକ୍ରମରେ ପରିବର୍ତ୍ତନ କରାଯାଇଛି । ଏବେ ୧୨ରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ବିଜେପି କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.